Song of Solomon 7:9 — Compare Translations

5 translations compared side by side

Odia - 1840
"ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ଯ, ସହେି ଦ୍ରାକ୍ଷାରସ ମାେ ପ୍ରିଯତମାଙ୍କ ଗଳ ଦେଶ ରେ ଧୀର ଭାବରେ ଗଳିୟାଏ ଏବଂ ମାରେ ଓଷ୍ଠ ଓ ଦାନ୍ତ ଦଇେ ଧୀ ରେ ଧୀ ରେ ବହିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଚୁମ୍ବନ ସର୍ବୋତ୍ତମ, ଦ୍ରାକ୍ଷାରସ ତୁଲ୍ୟ, ସେହି ଦ୍ରାକ୍ଷାରସ ମୋ’ ପ୍ରିୟତମାଙ୍କ ଗଳ ଦେଶରେ ଧୀର ଭାବରେ ଗଳିଯାଏ ଏବଂ ମୋର ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ବହିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।