Song of Solomon 8:10 — Compare Translations

5 translations compared side by side

Odia - 1840
"ମୁଁ ପ୍ରାଚୀର ସ୍ବରୂପା ଓ ମାହେର ସ୍ତନ ତହିଁରେ ଦୁର୍ଗସ୍ବରୂପ। ସହେି ସମୟରେ ସେ ମାେତେ ଜଣକ ପରି ବିବଚେନା କଲା, ୟିଏ ତୃପ୍ତି ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରାଚୀର ସ୍ଵରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ଵରୂପ; ସେସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ତା’ର ଭାଇମାନଙ୍କୁ ଉତ୍ତର ଦେଲେ ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁରେ ଦୁର୍ଗସ୍ୱରୂପ। ସେହି ସମୟରେ ସେ ମୋତେ ଜଣକ ପରି ବିବେଚନା କଲା, ଯିଏ ତୃପ୍ତି ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।