Song of Solomon 8:11 — Compare Translations

5 translations compared side by side

Odia - 1840
"ବାଲ-ହାମାନେ ରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତ ରେ ନ୍ଯସ୍ତ କଲେ। ପ୍ରେତ୍ୟକକ ରକ୍ଷକକୁ ତହିଁର ଫଳ ପାଇଁ 1,000 ରୂପାମୁଦ୍ରା ଦବୋକୁ ପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ପୁ) କହିଲେ ବାଲ୍-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତରେ ନ୍ୟସ୍ତ କଲେ। ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ 1000 ରୂପାମୁଦ୍ରା ଦେବାକୁ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।