Song of Solomon 8:12 — Compare Translations

5 translations compared side by side

Odia - 1840
"ମାହେର ଦ୍ରାକ୍ଷାକ୍ଷେତ୍ର ମାରେ ନିଜର। ହେ ଶ ଲୋମନ, ସହେି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳ ରକ୍ଷକମାନେ ଦୁଇଶହ ରେ ୗପ୍ୟ ମୁଦ୍ରା ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋହର ଦ୍ରାକ୍ଷାକ୍ଷେତ୍ର ମୋର ନିଜର। ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳ ରକ୍ଷକମାନେ ଦୁଇଶହ ରୌପ୍ୟ ମୁଦ୍ରା ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।
Odia IRV 2017 (ଓଡିଆ ବାଇବେଲ)
ମୋହର ଦ୍ରାକ୍ଷାକ୍ଷେତ୍ର ମୋ’ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।