Song of Solomon 8:14 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରିଯତମ, ଚଞ୍ଚଳ ହୁଅ। ସୁଗନ୍ଧିମଯ ପର୍ବତ ଶ୍ ରଣେୀ ଉପ ରେ ତୁମ୍ଭେ ମୃଗ ବା ହରିଣ ଶାବକ ତୁଲ୍ଯ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ତାଙ୍କୁ (ପୁ) କହିଲେ ହେ ମୋର ପ୍ରିୟତମ, ଚଞ୍ଚଳ ହୁଅ। ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣ ଶାବକ ତୁଲ୍ୟ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ।