Song of Solomon 8:2 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ନଇୟୋନ୍ତି। ସେ ମାେତେ ଶିକ୍ଷା ଦିଅନ୍ତେ। ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମାହେର ଡ଼ାଳିମ୍ବ ରସ ପାନ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ଵରସ ପାନ କରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ନେଇଯା’ନ୍ତି। ସେ ମୋତେ ଶିକ୍ଷା ଦିଅନ୍ତେ। ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ବ ରସ ପାନ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।