Song of Solomon 8:3 — Compare Translations

5 translations compared side by side

Odia - 1840
"ତାହାଙ୍କ ବାମ ହସ୍ତ ମାେ ମସ୍ତକ ତଳେ ରହିବ ଓ ତାହାଙ୍କ ଦକ୍ଷିଣ ହସ୍ତ ମାେତେ ଆଲିଙ୍ଗନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ (ସ୍ତ୍ରୀ) ସ୍ତ୍ରୀଲୋକମାନଙ୍କୁ କହିଲେ ତାହାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ରହିବ ଓ ତାହାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।