Song of Solomon 8:4 — Compare Translations
5 translations compared side by side
Odia - 1840
"ହେ ୟିରୁଶାଲମର ଚତୁପାଶର୍ବର କ୍ଷେତ୍ରସବୁ, ମାେ ନିକଟରେ ଶପଥ କର ଯେ, ଉଚିତ୍ ସମୟ ନ ହବୋ ପର୍ୟ୍ଯନ୍ତ ତୁମ୍ଭମାନେେ ପ୍ ରମେକୁ ଜାଗ୍ରତ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମର ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, ମୋ’ ନିକଟରେ ଶପଥ କର ଯେ, ଉଚିତ୍ ସମୟ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।