Song of Solomon 8:5 — Compare Translations

5 translations compared side by side

Odia - 1840
"ଆପଣାର ପ୍ ରମେିକର ଉପ ରେ ଆଉଜି ପଡ଼ି ପ୍ରାନ୍ତରରୁ ୟିଏ ଆସୁଅଛି ସେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ସ୍ତ୍ରୀଲୋକମାନେ କହିଲେ ଆପଣାର ପ୍ରେମିକର ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଯିଏ ଆସୁଅଛି ସେ କିଏ? ସେ (ସ୍ତ୍ରୀ) ତାଙ୍କୁ (ପୁ) କହିଲେ ନାରଙ୍ଗ ବୃକ୍ଷତଳେ ମୁଁ ତୁମ୍ଭକୁ ଜଗାଇଲି। ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ। ସେଠାରେ ସେ ପ୍ରସବ ବେଦନା ଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପ୍ରିୟତମଙ୍କ ଉପରେ ଆଉଜିପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ? ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବ ବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ।