Song of Solomon 8:6 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ; ଅନ୍ତର୍ଜ୍ଵାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ବାହୁଟି ତୁଲ୍ୟ ଆପଣା ବାହୁରେ ଧାରଣ କର। କାରଣ ପ୍ରେମ ମୃତ୍ୟୁ ପରି ଶକ୍ତିଶାଳୀ ଅଟେ। ହୃଦୟର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁରେ ପରିଣତ ହୋଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।