Song of Solomon 8:9 — Compare Translations
5 translations compared side by side
Odia - 1840
"ଯବେେ ସେ ପ୍ରାଚୀର ସ୍ବରୂପା ହୁଏ। ତବେେ ଆମ୍ଭମାନେେ ତାକୁ ରୂପା ଗହଣା ରେ ଢ଼ାଙ୍କି ଦବେୁ। ଯଦି ସେ ଏକ ଦ୍ବାର ପରି ହୁଏ, ତବେେ ଆମ୍ଭମାନେେ ତାକୁ ଏରସ ପଟା ରେ ଆବରଣ କରିଦବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ପ୍ରାଚୀର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯେବେ ସେ ଦ୍ଵାର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ସେ ପ୍ରାଚୀର ସ୍ୱରୂପା ହୁଏ। ତେବେ ଆମ୍ଭେମାନେ ତାକୁ ରୂପା ଗହଣାରେ ଢାଙ୍କି ଦେବୁ। ଯଦି ସେ ଏକ ଦ୍ୱାର ପରି ହୁଏ, ତେବେ ଆମ୍ଭେମାନେ ତାକୁ ଏରସ ପଟାରେ ଆବରଣ କରିଦେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।