Titus 1:10 — Compare Translations
7 translations compared side by side
Odia - 1840
"ଅନକେ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ ବାଟରେ ପରିଚାଳିତ କରନ୍ତି। ମୁଁ ବିଶଷେ ଭାବରେ ସେ ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହବୋପାଇଁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅନେକ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକେ, ବିଶେଷତଃ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଇହୁଦୀମାନେ ବିଦ୍ରୋହ କରି ଅସଙ୍ଗତ କଥା ଦ୍ୱାରା ଅନ୍ୟମାନଙ୍କୁ ପ୍ରତାରଣା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ମୁଁ ବିଶେଷ ଭାବରେ ସେ ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହେବା ପାଇଁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚಿ ಜವಾಬ್ದಾರಿ ಸಂಬಾಳಿನಸ್ತಾನಾ ರ್ಹಾತಲಿ ಲೈ ಲೊಕಾ ಅಮ್ಚ್ಯಾ ಮದ್ದಿ ಹಾತ್, ಲೈ ಕರುನ್ ಜುದೆವಾಂಚ್ಯಾ ಘರಾನ್ಯಾತ್ನಾ ಪರಿರ್ವತನ್ ಹೊವ್ನ್ ಕ್ರಿಸ್ತಾಚ್ಯಾ ಫಾಟ್ನಾ ಯೆಲ್ಲೆ, ಎಕ್ಲ್ಯಾಕ್ನಿ ವಿರೊದ್ ಹೊವ್ಕ್ ಉಮ್ಮೆದ್ ಭರ್ತಲೆ, ಹೆನಿ ಸಗ್ಳೆ ಜಾನಾ ಪೊಕಳ್ ಗೊಸ್ಟಿಯಾನಿ ಲೊಕಾಕ್ನಿ ಮಳ್ಳ್ ಕರ್ತ್ಯಾತ್.