Titus 1:12 — Compare Translations
7 translations compared side by side
Odia - 1840
"ତାହାଙ୍କ ନିଜ ଲୋକମାନଙ୍କ ମଧ୍ଯରୁ ଜଣେ, ୟିଏ କି ଭବିଷ୍ଯଦ୍ ବକ୍ତା, କହିଛନ୍ତି: କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସମାନେେ ଦୁଷ୍ଟ ପଶୁ ଓ ଅଳସୁଆ। ସମାନେେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଜଣେ, ସେମାନଙ୍କର ସ୍ଵଜାତୀୟ ଜଣେ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସ୍ରକ ପଶୁତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ରୀଟର ଅଧିବାସୀମାନଙ୍କ ସମ୍ବନ୍ଧରେ ସେମାନଙ୍କର ଜଣେ ଲେଖକ କହିଛନ୍ତି: “କ୍ରୀଟୀୟମାନେ ସର୍ବଦା ମିଥ୍ୟାବାଦୀ, ସେମାନେ ହିଂସ୍ରପଶୁବତ୍; ଶ୍ରମକାତର ଓ ଉଦରମ୍ଭରି।”
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ, ଯିଏ କି ଭବିଷ୍ୟଦ୍ବକ୍ତା, କହିଛନ୍ତି: “କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସେମାନେ ଦୁଷ୍ଟ ପଶୁ ଓ ଅଳସୁଆ। ସେମାନେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଜଣେ ସ୍ୱଜାତୀୟ ଭାବବାଦୀ କହିଅଛନ୍ତି, କ୍ରୀତୀବାସୀମାନେ ସର୍ବଦା ମିଥ୍ୟାବାଦୀ, ହିଂସ୍ରକ ପଶୁ ତୁଲ୍ୟ ଓ ଅଳସୁଆ ପେଟୁକ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾತ್ಲ್ಯಾ ಕ್ರೆತ್ ಗಾಂವಾತ್ಲ್ಯಾ ಎಕ್ ಪ್ರವಾದ್ಯಾನುಚ್ ಅಶೆ ಮಟ್ಲ್ಯಾನಾಯ್ ಕ್ರೆತಾತ್ಲಿ ಲೊಕಾ ಕನ್ನಾಬಿ ಝುಟೆ ಬೊಲ್ತಲ್ಲಿ ಅನಿ ಭಯಂಕರ್ ಜನಾವರಾ ಸಾರ್ಕಿ, ಅನಿ ಅಸ್ ಬುರ್ಕಿ ಅನಿ ಆಳ್ಸಿ ಮಾನ್ಸಾ ಮನುನ್.
Recommended Reading