Titus 1:13 — Compare Translations
7 translations compared side by side
Odia - 1840
"ସହେି ଭାବବାଦୀଙ୍କ କଥା ସତ। ଅତଏବ ସମାନଙ୍କେୁ କୁହ ଯେ ସମାନେେ ଭୁଲ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠାେର ହବୋ ଉଚିତ। ତା' ହେଲେ ସମାନେେ ବିଶ୍ବାସ ରେ ଦୃଢ଼ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସାକ୍ଷ୍ୟ ସତ୍ୟ । ଏଣୁ ସେମାନେ ଯେପରି ଯିହୁଦୀୟ କଳ୍ପିତ ଗଳ୍ପ ପୁଣି ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ଏହି ମନ୍ତବ୍ୟ ବାସ୍ତବିକ୍ ଯଥାର୍ଥ। ଅତଏବ, ତୁମେ ସେଭଳି ଲୋକମାନଙ୍କୁ ତୀବ୍ର ଭର୍ତ୍ସନା କର। ହୁଏତ ତଦ୍ଦ୍ୱାରା ସେମାନେ ସରଳ ଧର୍ମବିଶ୍ୱାସ ପ୍ରତି ଫେରି ଆସିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭାବବାଦୀଙ୍କ କଥା ସତ। ଅତଏବ ସେମାନଙ୍କୁ କୁହ ଯେ ସେମାନେ ଭୁଲ୍ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠୋର ହେବା ଉଚିତ୍। ତା’ହେଲେ ସେମାନେ ବିଶ୍ୱାସରେ ଦୃଢ଼ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
Odia IRV 2017 (ଓଡିଆ ବାଇବେଲ)
ଏହି ଉକ୍ତିଟି ସତ୍ୟ । ଏଣୁ ସେମାନେ ଯେପରି ଯିହୂଦୀୟ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಾಂಗಲ್ಲಿ ಗೊಸ್ಟ್ ಖರಿ ಹಾಯ್ ತ್ಯಾ ಗೊಸ್ಟಿಯಾ ಚುಕ್ ನ್ಹಯ್ ತಸೆ ಮನುನ್ ತೆಂಕಾ ಉಲ್ಲೆ ಖಡಕ್ ತಾಕಿತ್ ದಿ, ತಸೆ ಹೊತಾನಾ ತೆನಿಚ್ ಅಪ್ಲ್ಯಾ ವಿಶ್ವಾಸಾತ್ ಘಟ್ಟ್ ಹೊವ್ನ್ ರ್ಹಾತ್ಯಾತ್.