Titus 1:14 — Compare Translations

7 translations compared side by side

Odia - 1840
"ତା' ହେଲେ ସମାନେେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ଯକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜ୍ଞା ପ୍ରତି ମନୋଯୋଗୀ ନ ହୋଇ ବିଶ୍ଵାସରେ ସବଳ ହୁଅନ୍ତି, ଏଥିପାଇଁ ସେମାନଙ୍କୁ ଦୃଢ଼ ଭାବରେ ଅନୁଯୋଗ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍ୟକୁ ପ୍ରତ୍ୟାଖ୍ୟାନ କରୁଥିବା ମନୁଷ୍ୟର ବିଧିବିଧାନ ଓ ଇହୁଦୀମାନଙ୍କର କପୋଳକଳ୍ପିତ କିମ୍ବଦନ୍ତୀଗୁଡ଼ିକୁ ବର୍ଜନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ସେମାନେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ୟକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ಕಾನಿಯಾಕ್ನಿ ಅನಿ ಖರ್‍ಯಾ ಪಾನಾಕ್ನಾ ಧುರ್ ನ್ಹೆತಲ್ಯಾ ಹುಕುಮಾಕ್ನಿ ಧ್ಯಾನ್ ದಿವ್ನಕೊ, ತೆ ಖರೆಪಾನಾಕ್ ನಕ್ಕೊ ಮನುನ್ ಸೊಡಲ್ಲೆ ಹಾಯ್.