Titus 1:15 — Compare Translations
7 translations compared side by side
Odia - 1840
"ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ଵାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ, ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିର୍ମଳ ଚରିତ୍ର ସାଧୁ ଲୋକମାନଙ୍କ ଦୃଷ୍ଟିରେ ସକଳ ବିଷୟ ପବିତ୍ର; କିନ୍ତୁ କଳୁଷିତ ଅବିଶ୍ୱାସୀମାନେ କୌଣସି ବିଷୟର ପବିତ୍ରତା ସ୍ୱୀକାର କରନ୍ତି ନାହିଁ, କାରଣ ସେମାନଙ୍କର ମନ ଓ ବିବେକ କଳୁଷିତ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।
Odia IRV 2017 (ଓଡିଆ ବାଇବେଲ)
ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ । ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ಪವಿತ್ರ್ ಹೊತ್ತ್ಯಾಕ್ನಿ ಸಗ್ಳಿ ಸಾಮಾನಾಬಿ ನಿತಳುಚ್, ಖರೆ ಕೊನ್ ಪವಿತ್ರ್ ನಾತ್ ಅನಿ ವಿಶ್ವಾಸ್ ಕರಿನಾತ್, ತೆಂಚಿ ಮನಾ ಅನಿ ಭುತ್ತುರ್ಲಿ ಮನಾ ಬಸ್ಟ್ಗಾರ್ ಹೊಲ್ಲಿ ಹಾತ್.