Titus 1:2 — Compare Translations

7 translations compared side by side

Odia - 1840
"ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ ମନୋନୀତ ଲୋକମାନେ ଅନ; ଜୀବନର ଭରସା ପ୍ରାପ୍ତ ହୋଇ ଯେପରି ବିଶ୍ଵାସ ଓ ଭକ୍ତିସଙ୍ଗତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଆବହମାନ କାଳରୁ ଈଶ୍ୱର ଆମକୁ ଏହି ଜୀବନ ଦାନ କରିବାକୁ ପ୍ରତିଜ୍ଞା କରିଛନ୍ତି - ଈଶ୍ୱର ମିଥ୍ୟାବାଦୀ ନୁହନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସେହି ବିଶ୍ୱାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହେବା ପୂର୍ବରୁ ପରମେଶ୍ୱର ସେହି ଅନନ୍ତ ଜୀବନର ପ୍ରତିଶୃତି ଦେଇଥିଲେ ଓ ପରମେଶ୍ୱର ମିଛ କହନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಕನ್ನಾಚ್ ಮರಾನ್ ನಸಲ್ಲ್ಯಾ ಜಿವನಾಚ್ಯಾ ಬರೊಸ್ಯಾಚ್ಯಾ ವರ್‍ತಿ ಹೊಂದುನ್ ಹಾಯ್, ದೆವ್ ಕನ್ನಾಬಿ ಝುಟೆ ಬೊಲಿನಾ, ತೆನಿ ಅಮ್ಚ್ಯಾ ವಾಂಗ್ಡಾ ಹ್ಯಾ ಜಿವನಾಚ್ಯಾ ವಿಶಯಾತ್ ಎಳ್ಕಾಲ್ ಚಾಲು ಹೊವ್ಚ್ಯಾ ಅದ್ದಿಚ್ ಗೊಸ್ಟ್ ದಿಲ್ಲ್ಯಾನ್.