Titus 1:4 — Compare Translations

7 translations compared side by side

Odia - 1840
"ଏହି ପତ୍ର ତୀତସଙ୍କୁ ଲଖାଯାେଉଛି। ତୁମ୍ଭେ ସମବିଶ୍ବାସ ରେ ମାରେ ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ବର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତା ଈଶ୍ଵର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ସମବିଶ୍ୱାସୀ ଓ ଏହି ବିଶ୍ୱାସ ଲାଗି ଯଥାର୍ଥରେ ମୋର ପୁତ୍ର ତୀତସଙ୍କ ନିକଟକୁ ମୁଁ ଏହି ପତ୍ର ଲେଖୁଛି: ପିତା ଈଶ୍ୱର ଓ ଆମ୍ଭମାନଙ୍କର ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁ ତୁମକୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି। ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତା ଈଶ୍ବର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
Odia IRV 2017 (ଓଡିଆ ବାଇବେଲ)
ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ವಾಂಗ್ಡಾ ಎಕುಚ್ ವಿಶ್ವಾಸಾತ್ ಹೊತ್ತ್ಯಾ, ಮಾಜ್ಯಾ ಖರ್‍ಯಾ ಲೆಕಾ ಸರ್ಕ್ಯಾ ತಿತಾಕ್ ಲಿವ್ತಲೆ. ದೆವ್ ಬಾಬಾ ಅನಿ ಅಮ್ಚೊ ಸುಟ್ಕಾ ದಿನಾರೊ ಕ್ರಿಸ್ತ್ ಜೆಜು ತುಕಾ ಕುರ್ಪಾ ಅನಿ ಶಾಂತಿ ದಿಂವ್ದಿತ್.

Recommended Reading