Titus 1:5 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ କ୍ରୀତୀଠା ରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସଗେୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସଠାେରେ ତୁମ୍ଭକୁ ଏଥିପାଇଁ ମଧ୍ଯ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରେତ୍ୟକକ ନଗର ରେ ପ୍ରାଚୀନ ହବୋ ଲୋକମାନଙ୍କୁ ବାଛି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ, ପୁଣି ମୋହର ଆଦେଶାନୁସାରେ ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ କେତୋଟି ବିଷୟର ସୁବ୍ୟବସ୍ଥା କରିବା ପାଇଁ ଏବଂ ଏଥିନିମନ୍ତେ ପ୍ରତ୍ୟେକ ସହରରେ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତା ନିଯୁକ୍ତ କରିବାକୁ ତୁମକୁ ମୁଁ କ୍ରୀଟ୍ରେ ଛାଡ଼ି ଆସିଥିଲି। ଏ ସମ୍ପର୍କରେ ମୋର ନିର୍ଦ୍ଦେଶଗୁଡ଼ିକୁ ସ୍ମରଣ ରଖ,
Odia Bible ERV 2004 (ପବିତ୍ର ବାଇବଲ)
କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
Odia IRV 2017 (ଓଡିଆ ବାଇବେଲ)
ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಕಾ ಕ್ರೆತಾತ್ ಕಶ್ಯಾಕ್ ಸೊಡುನ್ ಯೆಲೊ, ಮಟ್ಲ್ಯಾರ್, ಅಜುನ್ ಥೈ ಸಮಾ ಕರ್‍ತಲಿ ಕಾಮಾ ಹಾತ್, ತಿ ಪುರಾ ಕರುಕ್ ಅನಿ ಹರ್ ಗಾಂವಾಂಚ್ಯಾ ತಾಂಡ್ಯಾಚ್ಯಾ ವಡ್ಲಾಕ್ನಿ ನೆಮ್ಸುನ್ ಕಾಡುಕ್ ಮಿಯಾ ತುಕಾ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ಯಾದ್ ಥವ್ನ್ ಘೆ: