Titus 1:6 — Compare Translations

7 translations compared side by side

Odia - 1840
"ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ଵାମୀ, ଯାହାଙ୍କ ସନ୍ତାନମାନେ ବିଶ୍ଵାସୀ ଅଟନ୍ତି ଓ କଦାଚରଣ ବିଷୟରେ ଅପବାଦିତ କିମ୍ଵା ଅବାଧ୍ୟ ନୁହନ୍ତି, ତାଙ୍କୁ ନିଯୁକ୍ତ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀର ନେତା ରୂପେ ନିଯୁକ୍ତ ହେବା ବ୍ୟକ୍ତି ନିଷ୍କଳଙ୍କ ଚରିତ୍ର ହେବା ଆବଶ୍ୟକ। ସେ ଏକପତ୍ନୀକ ହୋଇଥିବେ ଏବଂ ତାଙ୍କ ସନ୍ତାନମାନେ ଧର୍ମବିଶ୍ୱାସୀ ହୋଇଥିବେ; ଉତ୍ସୃଙ୍ଖଳ କିମ୍ବା ଅବାଧ୍ୟ ବୋଲି ସେମାନଙ୍କର ଦୁର୍ନାମ ନ ଥିବ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ ವಡಿಲ್ ಚುಕೆತ್ ನಸಲ್ಲೊ ರ್‍ಹಾವ್ಚೊ; ತೆಕಾ ಎಕ್ಲಿಚ್ ಬಾಯ್ಕೊ ರ್‍ಹಾವ್ಚಿ,” ತೆಚಿ ಪೊರಾ ದೆವಾಕ್ ವಿಶ್ವಾಸಾನ್ ರ್‍ಹಾವ್ಚಿ, ಅನಿ ಗೊಸ್ಟ್ ಮಾನಿನಸಲ್ಲಿ ಪೊರಾ ಮನ್ವುನ್ ಘೆವ್ನ್ ಕಟೊರ್ ಸ್ವಬಾವಾಚೆ ಹೊವ್ನ್ ರ್‍ಹಾವ್ಚೆ ನ್ಹಯ್.