Titus 1:7 — Compare Translations

7 translations compared side by side

Odia - 1840
"ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ବରଙ୍କ କାମର ଯତ୍ନ ନବୋ, ଅତଏବ ସେ ନିର୍ଦ୍ ଦୋଷ ହବୋ କଥା। ସେ ଗର୍ବୀ, ସ୍ବାର୍ଥୀ ଓ ଶୀଘ୍ର କୋରଧୀ ହାଇେ ନ ଥିବେ। ସେ ଅତ୍ଯଧିକ ମଦ୍ଯ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହାଇେ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହବୋ ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅଧ୍ୟକ୍ଷ, ଈଶ୍ଵରଙ୍କର ବେବର୍ତ୍ତା ସ୍ଵରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲାଭର ଅଭିଳାଷୀ ନ ହୋଇ ଆତିଥ୍ୟପ୍ରିୟ,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ କାର୍ଯ୍ୟର ଦାୟିତ୍ୱରେ ଥିବା ମଣ୍ଡଳୀର ବିଶପ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରହିବା ଆବଶ୍ୟକ। ସେ ଉଦ୍ଧତ ବା କ୍ଷଣକୋପୀ ହୋଇ ନ ଥିବେ, ମଦ୍ୟପ, ଉଗ୍ରସ୍ୱଭାବ ବା ଅର୍ଥଲିପ୍ସୁ ହୋଇ ନ ଥିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅଧ୍ୟକ୍ଷ, ଈଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦ-ପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟପ୍ରିୟ,
Odia IRV 2017 (ଓଡିଆ ବାଇବେଲ)
କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಾಂಡ್ಯಾಚೊ ಮುಖಂಡ್ ಮಟ್ಲ್ಯಾರ್ ದೆವಾಚ್ಯಾ ಕಾಮಾಚ್ಯಾ ವಿಶಯಾತ್ ಜವಾಬ್ದಾರಿ ಘೆಟಲ್ಲೊ ರ್‍ಹಾತಾ, ತಸೆ ಹೊವ್ನ್ ತೊ ಕಸ್ಲ್ಯಾಬಿ ಚುಕೆತ್ ರ್‍ಹಾವ್ಚೆ ನ್ಹಯ್, ತೊ ಚಿರ್ಡುನ್ ಬೊಲ್ತಲೊ ನಾ ಹೊಲ್ಯಾರ್ ಎಗ್ದಮ್ ರಾಗ್‍ ಕರುನ್ ಘೆತಲೊ, ನಾ ಹೊಲ್ಯಾರ್ ಎಕ್ ಫಿದೊಡೊ ನಾ ಹೊಲ್ಯಾರ್ ಮಂಡ್ ನಾ ಹೊಲ್ಯಾರ್ ಪೈಶಾಂಚಿ ಅಶಾ ಹೊತ್ತೊ ರ್‍ಹಾವ್ಚೊ ನ್ಹಯ್.