Titus 1:8 — Compare Translations
7 translations compared side by side
Odia - 1840
"ନିଜ ଘ ରେ ଲୋକମାନଙ୍କୁ ସ୍ବାଗତ କରି ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ ରମେ କରୁଥିବେ, ଜ୍ଞାନୀ ହାଇେଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହାଇେଥିବେ ଓ ନିଜକୁ ସଂୟମ କରି ପାରୁଥିବେ। ଆମ୍ଭେ ସତ୍ଯର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପ୍ରଦାନ କରୁଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଅତିଥିପରାୟଣ ହୋଇଥିବେ ଏବଂ ସମସ୍ତ ସତ୍ବିଷୟକୁ ସୁଖ ପାଉଥିବେ। ସେ ଆତ୍ମସଂଯତ, ନ୍ୟାୟନିଷ୍ଠ, ଶୁଦ୍ଧପୂତ ଓ ନିୟମାନୁବର୍ତ୍ତୀ ହୋଇଥିବେ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟ-ପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
Odia IRV 2017 (ଓଡିଆ ବାଇବେଲ)
ଉତ୍ତମ ବିଷୟର ଅନୁରାଗୀ, ସୁବୁଦ୍ଧି, ନ୍ୟାୟପରାୟଣ, ସାଧୁ ଓ ମିତାଚାରୀ ହେଉନ୍ତୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಮಾನುಸ್ ಘರಾಕ್ ಯೆಲ್ಲ್ಯಾ ಲೊಕಾಕ್ನಿ ಬರೆ ಕರುನ್ ಬಗ್ತಲೊ ಅನಿ ಜೆ ಕಾಯ್ ಬರೆ ಹಾಯ್ ತೆಚೊ ಪ್ರೆಮ್ ಕರ್ತಲೊ ರ್ಹಾವ್ಚೊ. ತೊ ಅಪ್ನಿಚ್ ಅಪ್ನಾಕ್ ಸಂಬಾಳ್ತಲೊ, ಬುದ್ದ್ ಹೊತ್ತೊ, ಪವಿತ್ರ್ ಅನಿ ಶಿಸ್ತಿನ್ ರ್ಹಾತಲೊ ರ್ಹಾವ್ಚೊ.