Titus 1:9 — Compare Translations
7 translations compared side by side
Odia - 1840
"ପ୍ରକୃତ ଶିକ୍ଷାକୁ ବ୍ଯବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାୟ୍ଯ କରିବା ରେ ସକ୍ଷମ ହାଇେଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦଖାଇେ ଦବୋକୁ ସକ୍ଷମ ହବେେ ଯେ ସମାନେେ ଭୁଲ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ଵାସ-ଯୋଗ୍ୟ ବାକ୍ୟକୁ ଦୃଢ଼ ଭାବରେ ଧରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପ୍ରଚାରିତ ଶୁଭ ବାର୍ତ୍ତାରେ ସେ ଦୃଢ଼ତା ସହିତ ବିଶ୍ୱାସ କରୁଥିବେ - ଏହି ବାର୍ତ୍ତା ପ୍ରକୃତ ଧର୍ମତତ୍ତ୍ୱ ଜ୍ଞାନ ଉପରେ ପ୍ରତିଷ୍ଠିତ ଏବଂ ସର୍ବତୋଭାବେ ନିର୍ଭରଯୋଗ୍ୟ। ଏହି ବାର୍ତ୍ତାର ସତ୍ଶିକ୍ଷାରେ ଅନ୍ୟମାନଙ୍କୁ ଅନୁପ୍ରାଣିତ କରିବାକୁ ଏବଂ ଏହାକୁ ବିରୋଧ କରୁଥିବା ଲୋକମାନଙ୍କ ଭ୍ରାନ୍ତି ଦୂର କରିବାକୁ ତାଙ୍କର ଦକ୍ଷତା ଥିବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥିନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ತ್ಯಾ ಬರೊಸ್ಯಾಕ್ ಯೊಗ್ಯ್ ಅಸಲ್ಲ್ಯಾ ಬರ್ಯಾ ಖಬ್ರೆಕ್ ಘಟ್ಟ್ ಧರುನ್ ಘೆವ್ನ್ ರ್ಹಾವ್ಚೆ ಮನ್ತಲ್ಯಾ ವಿಶಯಾತ್ ಶಿಕ್ವುನ್ ಹೊಲಾ. ಹೆಜ್ಯಾಸಾಟಿ ತೊ ಲೊಕಾಕ್ನಿ ಖರೆಪಾನ್ ಸಿಕ್ವುನ್ಗೆತ್ ತೆಂಕಾ ಉಮ್ಮೆದ್ ಭರಿ ಸಾರ್ಕೆ ಕರುಚೆ, ಕೊನ್ ವಿರೊದ್ ಹೊವ್ನ್ ರ್ಹಾತಾ ನ್ಹಯ್, ತೆಂಕಾ ಜೊರ್ ಕರ್ತಲೊ ಹೊವ್ನ್ ರ್ಹಾವ್ಚೊ.