Titus 2:10 — Compare Translations
7 translations compared side by side
Odia - 1840
"ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ଵସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଶିକ୍ଷାର ଅଳଙ୍କାର ସ୍ଵରୂପ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଚୋରି ନ କରି, ସବୁବେଳେ ନିଜର ସାଧୁତା ଓ ବିଶ୍ୱସ୍ତତାର ପରିଚୟ ଦିଅନ୍ତୁ। ତାହାହେଲେ, ସେମାନଙ୍କ ସମସ୍ତ କାର୍ଯ୍ୟକଳାପରେ ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ବିଷୟରେ ଆମ ଧର୍ମଶିକ୍ଷାକୁ ଗୌରବାନ୍ୱିତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମାଲିକଙ୍କର ଗ୍ଭେରି କରିବେ ନାହିଁ, ଏବଂ ସେମାନେ ପ୍ରମାଣିତ କରିବେ ଯେ ସେମାନେ ବିଶ୍ୱାସ ଯୋଗ୍ୟ ଅଟନ୍ତି। ଦାସମାନେ ନିଜର ପ୍ରତ୍ୟେକ କାମରେ ଏହା ପ୍ରମାଣିତ କରିବେ ଯେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କ ଶିକ୍ଷା ଭଲ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚೆ ಕಾಯ್ಬಿ ಚೊರುಚೆ ನ್ಹಯ್. ಹೆಚ್ಯಾ ಬದ್ಲಾಕ್, ತೆನಿ ಕನ್ನಾಬಿ ವಿಶ್ವಾಸಿ ಅನಿ ಬರಿ ಲೊಕಾ ಮನುನ್ ದಾಕ್ವುನ್ ದಿವ್ಚೆ, ಅಶೆ ಅಮ್ಚ್ಯಾ ದೆವಾ ಸುಟ್ಕಾ ದಿನಾರ್ಯಾಚ್ಯಾ ವಿಶಯಾತ್ ಶಿಕ್ವಲ್ಲ್ಯಾ ಶಿಕಾಪಾಚೊ ಮಾನ್ ಜಾಸ್ತಿ ಹೊತಾ.