Titus 2:11 — Compare Translations

7 translations compared side by side

Odia - 1840
"ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତ ମାନବ ଜାତିର ମୁକ୍ତି ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହ ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅନୁଗ୍ରହ ମିଳିଥୁବାରୁ ଆମ୍ଭେ ସେହିଭଳି ଜୀବନଯାପନ କରିବା କଥା। ସେହି ଅନୁଗ୍ରହ ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚಿ ಕುರ್ಪಾ ಸಗ್ಳ್ಯಾ ಲೊಕಾಕ್ನಿ ಸುಟ್ಕಾ ಹಾನುಸಾಟ್ನಿ ಪ್ರಕಟ್ ಹೊಲ್ಲಿ ಹಾಯ್.