Titus 2:3 — Compare Translations
7 translations compared side by side
Odia - 1840
"ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ବୟସ୍କା ସ୍ତ୍ରୀମାନଙ୍କୁ ପବିତ୍ର ଜୀବନଯାପନ କରିବାକୁ ଶିକ୍ଷା ଦିଅ। ସେମାନେ ପର କୁତ୍ସା ରଟନା ନ କରନ୍ତୁ, ନିଶା ସେବନରେ ଆସକ୍ତ ନ ହୁଅନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ବୃଦ୍ଧା ନାରୀମାନଙ୍କୁ ଶିକ୍ଷା ଦିଅ ଯେ ସେମାନେ ଜୀବନପ୍ରଣାଳୀରେ ପବିତ୍ର ହୁଅନ୍ତୁ। ସେମାନେ ଅନ୍ୟମାନଙ୍କ ବିରୁଦ୍ଧରେ କୁହନ୍ତୁ ନାହିଁ ଓ ଅଧିକ ମାତ୍ରାରେ ମଦ୍ୟପାନର ଅଭ୍ୟାସ ରଖନ୍ତୁ ନାହିଁ। ସେମାନେ ଭଲ କଥାର ଶିକ୍ଷା ଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಮ್ಹಾತಾರ್ಯಾ ಬಾಯ್ಕಾಮನ್ಸಾಬಿ ದೆವಸ್ಪಾನಾನ್ ಚಲುಚೆ, ಚಾಡಿಯಾ ಸಾಂಗ್ತಲ್ಯಾ ನಾ ಹೊಲ್ಯಾರ್ ವಾಯ್ನ್ ಫಿತಲಿ ತಲಪ್ ಕರ್ತಲ್ಯಾ ಹೊವ್ನ್ ರ್ಹಾವ್ಚೆ ನ್ಹಯ್, ಬರಿ - ಬರಿ ಗೊಸ್ಟಿಯಾ ಶಿಕ್ವುತಲೆ ಹೊವ್ನ್ ರ್ಹಾವ್ಚೆ.