Titus 2:5 — Compare Translations
6 translations compared side by side
Odia - 1840
"ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୁବତୀମାନଙ୍କୁ ଶିଖାଇ ପାରିବେ ଯେ ସେମାନେ ଜ୍ଞାନୀ ଓ ପବିତ୍ର ହୁଅନ୍ତୁ, ନିଜ ଘରର ଯତ୍ନ ନିଅନ୍ତୁ, ଦୟାଳୁ ହୁଅନ୍ତୁ ଏବଂ ନିଜ ସ୍ୱାମୀଙ୍କର ଆଜ୍ଞାକାରିଣୀ ହୁଅନ୍ତୁ। ତା’ହେଲେ କୌଣସି ଲୋକ ଆମ୍ଭକୁ ଦିଆଯାଇଥିବା ପରମେଶ୍ୱରଙ୍କ ଶିକ୍ଷାର ସମାଲୋଚନା କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ, ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಪ್ನಾ ವರ್ತಿ ಅಪ್ನಾಕುಚ್ ಸಂಬಾಳುನ್ ಘೆವ್ನ್ ಕಶೆ ಅಪ್ನಿ ಹಾಳ್ ಹೊಯ್ನಸ್ತಾನಾ ರ್ಹಾವ್ಚೆ, ಅನಿ ಅಪ್ನಾಕುಚ್ ಅಪ್ನಾಚ್ಯಾ ಘೊವಾಕ್ ಒಪ್ಸುನ್ ದಿವ್ನ್ ಬರ್ಯಾ ಘರ್ಕಾರ್ನಿಯಾ ಹೊವ್ನ್ ರ್ಹಾವ್ಕ್ ಶಿಕ್ವುಚೆ, ಅಶೆ ದೆವಾಕ್ನಾ ಯೆಲ್ಲ್ಯಾ ಬರ್ಯಾ ಖಬ್ರೆಚ್ಯಾ ವಿಶಯಾತ್ ಕೊನ್ಬಿ ವಾಯ್ಟ್ ಬೊಲುಕ್ ಹೊವ್ಚೆ ನ್ಹಯ್.