Titus 3:1 — Compare Translations
7 translations compared side by side
Odia - 1840
"ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ: ସମାନେେ ସରକାରୀ ଅଧିକାରୀମାନଙ୍କ ଅଧୀନ ରେ ରୁହନ୍ତୁ, ସମାନଙ୍କେ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ;"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସକ ଓ କର୍ତ୍ତୃପକ୍ଷମାନଙ୍କର ବଶୀଭୂତ ହୋଇ ସେମାନଙ୍କ ଆଦେଶ ପାଳନ କରିବାକୁ ଓ ସମସ୍ତ ସତ୍କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିବାକୁ ମଣ୍ଡଳୀର ସଭ୍ୟମାନଙ୍କୁ ସ୍ମରଣ କରାଇଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନଯାପନର ଉତ୍ତମ ରୀତି ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ: ସେମାନେ ସରକାରୀ ଅଧିକାରୀମାନଙ୍କ ଅଧୀନରେ ରୁହନ୍ତୁ, ସେମାନଙ୍କ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
Odia IRV 2017 (ଓଡିଆ ବାଇବେଲ)
କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಲೊಕಾಕ್ನಿ ಅದಿಕಾರ್ಯಾಕ್ನಿ ಅನಿ ರಾಜ್ವಟ್ಕಿ ಕರ್ತಲ್ಯಾಕ್ನಿ ಖಾಲ್ತಿ ಹೊವ್ನ್ ಚಲುಚೆ, ಅನಿ ಸಗ್ಳ್ಯಾ ವಾಟೆನ್ ಬರೆ ಹೊತ್ತೆ ಕರುಚೆ ಮನುನ್ ಯಾದ್ ಕರುನ್ ದಿ,