Titus 3:10 — Compare Translations
7 translations compared side by side
Odia - 1840
"ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଭ୍ରାନ୍ତ ମତାବଲମ୍ଵୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ ରୁହ;
Odia BSI (ପବିତ୍ର ବାଇବଲ (CL) NT (BSI))
ବିଭେଦ ସୃଷ୍ଟି କରୁଥିବା ବ୍ୟକ୍ତିକୁ ଦୁଇ ଥର ସତର୍କବାଣୀ ଶୁଣାଇ ଦିଅ। ତେବେ ସୁଦ୍ଧା ସେ ଯଦି ନ ଶୁଣେ, ତା’ ସହିତ ସମ୍ପର୍କ ତୁଟାଇ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କିଏ ତର୍କବିତର୍କ କରେ, ତା’ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଗ୍ଭଲୁ ରଖେ, ତା’ହେଲେ ତାହାକୁ ଆଉ ଥରେ ସତର୍କ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକମାନେ ଭ୍ରାନ୍ତ ମତାବଲମ୍ବୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ରୁହ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಗ್ಡೊ ಉಟ್ವುತಲ್ಯಾ ಮಾನ್ಸಾಕ್ ಎಗ್ದಾ ನಾ ತರ್ ದೊನ್ದಾ ಉಶಾರ್ಕಿ ದಿ ತೆಚ್ಯಾ ಮಾನಾ ತೆಜ್ಯಾಕ್ನಾ ಧುರ್ ರ್ಹಾ.