Titus 3:11 — Compare Translations

7 translations compared side by side

Odia - 1840
"ଯଦି ତା'ପରେ ମଧ୍ଯ ସେ ପୁନଃ ତର୍କବିତର୍କ କରେ, ତା' ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସଭେଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହାତ ତୁମ୍ଭେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଜାଣିଛ, ଏଭଳି ବ୍ୟକ୍ତି କିପରି ଦୁର୍ନୀତିଗ୍ରସ୍ତ - ତା’ର କାର୍ଯ୍ୟକଳାପ ଦ୍ୱାରା ସେ ଆପଣାକୁ ପାପିଷ୍ଠ ବୋଲି ନିଜେ ପ୍ରମାଣିତ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ପରେ ମଧ୍ୟ ସେ ପୁନଃ ତର୍କବିତର୍କ କରେ, ତା’ ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସେଭଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸ್ಲಿ ಲೊಕಾ ಪೊಜ್ಡಿ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್ ಅನಿ ಅಪ್ನಿ ಕರ್‍ತಲ್ಯಾ ಪಾಪಾನಿ ತೆನಿ ಚುಕೆಚಿ ಮಾನ್ಸಾ ಮನುನ್ ದಾಕ್ವುನ್ ದಿತ್ಯಾತ್.