Titus 3:12 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ଵା ତୁଖିକଙ୍କୁ ପଠାଇବି, ସେତେବେଳେ ନୀକପଲିକୁ ମୋʼ ପାଖକୁ ଆସିବା ପାଇଁ ଯନି କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେତେବେଳେ ତୁମ ନିକଟକୁ ଆର୍ତ୍ତେମା ଓ ତୁଖିକଙ୍କୁ ପଠାଇବି, ତୁମେ ନିକପଲିକୁ ଆସିବା ପାଇଁ ଯଥାସାଧ୍ୟ ଚେଷ୍ଟା କର - ସେଠାରେ ମୁଁ ଶୀତଋତୁ କଟାଇବାକୁ ସ୍ଥିର କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ମନେ ରଖିବା ପାଇଁ କେତୋଟି କଥା ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତେମା ଓ ତୁଖିକଙ୍କୁ ପଠାଇବି। ସେମାନଙ୍କୁ ପଠାଇଲା ପରେ ତୁମ୍ଭେ ନିକପଲିଠାରେ ମୋ’ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସେଠାରେ କଟାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲି ସହରରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନୀକପଲିରେ ମୋ ପାଖକୁ ଆସିବା ପାଇଁ ଉଦ୍ୟମ କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಅರ್ತೆಮಾಕ್, ನಾ ತರ್ ತುಖಿಕಾಕ್ ತುಜೆಕ್ಡೆ ಧಾಡುನ್ ದಿಲ್ಲ್ಯಾ ತನ್ನಾ, ನಿಕೊಪೊಲಿತ್ ಮಾಜೆಕ್ಡೆ ಯೆವ್ಕ್ ಖಟ್ಪಟ್ ಕರುನ್ ಬಗ್ ಕಶ್ಯಾಕ್ ಮಟ್ಲ್ಯಾರ್ ಥಂಡಿಚ್ಯಾ ದಿಸಾತ್ನಿ ಮಿಯಾ ಥೈಚ್ ರ್‍ಹವ್ಚೆ ಮನುನ್ ಕರ್‍ಲಾ.