Titus 3:13 — Compare Translations

7 translations compared side by side

Odia - 1840
"ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯନିପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରଗୁରୁ ଜୀନା ଓ ଆପୋଲୋଭ୍କ ପର୍ଯ୍ୟଟନ ପାଇଁ ଯାହା ଯାହା ଆବଶ୍ୟକ, ସବୁ ଯୋଗାଇ ଦେଇ, ଯାତ୍ରାରମ୍ଭ କରିବାକୁ ସେମାନଙ୍କୁ ସାହାଯ୍ୟ କର।
Odia Bible ERV 2004 (ପବିତ୍ର ବାଇବଲ)
ଓକିଲ ଜୀନା ଓ ଆପଲ୍ଲ ସେଠାରୁ ଆସୁଛନ୍ତି। ସେମାନଙ୍କ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ୟ ସାହାଯ୍ୟ କର। ତୁମ୍ଭେ ସତର୍କ ହୁଅ ଯେ ସେମାନଙ୍କର କୌଣସି ଅଭାବ ନ ଘଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಕಿಲ್ ಝೆನಾಕ್ ಅನಿ ಅಪೊಲ್ಲೊಕ್ ವಾಟೆರ್ ಜಾತಾನಾ ಪಾಜೆ ಹೊತಲಿ ಸಗ್ಳಿ ಸಾಮಾನಾ ದಿವ್ನ್ ಧಾಡ್ ಕಶ್ಯಾಕ್ ಮಟ್ಲ್ಯಾರ್ ತೆಂಕಾ ಕಾಯ್ಬಿ ಕಮಿ ಹೊವ್ಕ್ ನಾ.