Titus 3:14 — Compare Translations

7 translations compared side by side

Odia - 1840
"ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସତ୍କର୍ମରେ ଦିନାତିପାତ କରି ନିଜ ନିଜର ଅଭାବ ପୂରଣ କରିବା ପାଇଁ ସମ୍ପ୍ରଦାୟର ଲୋକମାନଙ୍କୁ ଶିକ୍ଷା ଦିଅ। ସେମାନେ ଅକର୍ମଣ୍ୟ ହୋଇ ବସି ରହନ୍ତୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ଜୀବନକୁ ସ‌ତ୍‌‌କର୍ମରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ୟକ। ଯେଉଁମାନଙ୍କର ପ୍ରକୃତରେ ଦରକାର, ସେମାନଙ୍କର ମଙ୍ଗଳ କର। ତା’ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚಿ ಲೊಕಾ ಅಪ್ಲೊ ಸಗ್ಳೊ ಜಿವನ್ ಬಿ ದುಸ್ರ್ಯಾಂಚ್ಯಾ ಸಾಟ್ನಿ ಕಾಡುನ್ ಥವ್ತಲ್ಯಾತುಚ್ ಕಳ್ದುಕ್ ಶಿಕುಂದಿತ್. ಹೆಚ್ಯಾ ವೈನಾ ಕೊನಾಕ್ ಖರೆಚ್ ಗರಜ್ ಹಾಯ್ ತೆ ಪುರಾ ಹೊಂವ್ದಿತ್. ಅನಿ ತೆನಿ ಅಪ್ಲ್ಯಾ ಫಾಯ್ದ್ಯಾಕ್ ನಸಲ್ಲ್ಯಾಂಚ್ಯಾ ಸರ್ಕೆ ಕರಿಸ್ತಾನಾ ರ್‍ಹಾಂವ್ದಿತ್.