Titus 3:15 — Compare Translations
7 translations compared side by side
Odia - 1840
"ମାେ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ବାସ ରେ ଆମ୍ଭକୁ ଭଲ ପାଆନ୍ତି, ସମାନଙ୍କେୁ ନମସ୍କାର ଜଣାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ଵନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଠାରେ ମୋ’ ସାଙ୍ଗରେ ଥିବା ସମସ୍ତେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି। ସମବିଶ୍ୱାସୀ ବନ୍ଧୁମାନଙ୍କୁ ଆମର ଶୁଭେଚ୍ଛା ଜଣାଇଦିଅ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟବର୍ତ୍ତୀ ହେଉ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ୱାସରେ ଆମ୍ଭକୁ ଭଲ ପାଆନ୍ତି, ସେମାନଙ୍କୁ ନମସ୍କାର ଜଣାଇବ। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಸಗ್ಳ್ಯಾನಿ ತುಮ್ಕಾ ನಮಸ್ತೆ ಮಟ್ಲ್ಯಾನಾತ್. ವಿಶ್ವಾಸಾತ್ ಅಸಲ್ಲ್ಯಾ, ಅಮ್ಚೊ ಪ್ರೆಮ್ ಕರ್ತಲ್ಯಾ ಸಗ್ಳ್ಯಾಕ್ನಿ ಅಮ್ಚೊ ನಮಸ್ಕಾರ್ ಸಾಂಗ್. ದೆವಾಚಿ ಕುರ್ಪಾ ತುಮ್ಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ರ್ಹಾಂವ್ದಿತ್.