Titus 3:2 — Compare Translations

7 translations compared side by side

Odia - 1840
"ଅନ୍ୟମାନଙ୍କ ବିଷୟ ରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତି ରେ ରୁହନ୍ତୁ; ର୍ଧୈୟ୍ଯବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ବାସୀମାନଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ, ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାହାର କୁତ୍ସା ରଟନା ନ କରି ଶାନ୍ତି ଓ ମୈତ୍ରୀପୂର୍ଣ୍ଣ ଭାବରେ ଚଳିବାକୁ ଓ ସମସ୍ତଙ୍କ ପ୍ରତି ସୌଜନ୍ୟ ପ୍ରଦର୍ଶନ କରିବାକୁ ସେମାନଙ୍କୁ ଉପଦେଶ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟମାନଙ୍କ ବିଷୟରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତିରେ ରୁହନ୍ତୁ; ଧୈର୍ଯ୍ୟବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ୱାସୀମାନଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।
Odia IRV 2017 (ଓଡିଆ ବାଇବେଲ)
କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖଇବାକୁ ସେମାନଙ୍କୁ ସ୍ମରଣ କରାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನಾಚ್ಯಾ ವಿಶಯಾತ್‍ಬಿ ಬುರ್ಶೆ ಬೊಲುಚೆ ನ್ಹಯ್, ಸಮಾದಾನಾನ್ ಅನಿ ದೊಸ್ತಾಗಿರಿನ್ ರ್‍ಹಾವ್ಚೆ, ಅನಿ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ಬರೆ ಕರುನ್ ರ್‍ಹಾವ್ಚೆ ಮನುನ್ ಸಾಂಗ್.