Titus 3:5 — Compare Translations

6 translations compared side by side

Odia - 1840
"ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಮ್ಕಾ ಹುರ್ವುಲ್ಯಾನ್ ಹೆ ಅಮಿ ಅಮ್ಚ್ಯಾ ಬರ್‍ಯಾಪಾನಾಚ್ಯಾ ವೈನಾ ನ್ಹಯ್, ಅಪ್ನಾಚ್ಯಾ ಸ್ವತಾಚ್ಯಾ ದಯೆನ್ ತೆನಿ ಅಮ್ಕಾ ಹುರ್ವುಲ್ಯಾನ್. ಅಮ್ಕಾ ನ್ಹವೊ ಜಲಮ್ ಅನಿ ನ್ಹವೊ ಜಿವ್ ದಿತಲ್ಯಾ ಪವಿತ್ರ್ ಆತ್ಮ್ಯಾನಿ ತೆನಿ ಧುಲ್ಯಾನ್.