Titus 3:6 — Compare Translations
7 translations compared side by side
Odia - 1840
"ପରମେଶ୍ବର ଆମ୍ଭର ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସହେି ପବିତ୍ର ଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢ଼ାଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳିଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏସବୁ ସମ୍ଭବ ହୋଇଛି। ତାଙ୍କ ଲାଗି ଈଶ୍ୱର ଆମ୍ଭମାନଙ୍କୁ ପ୍ରଚୁର ପରିମାଣରେ ପବିତ୍ର ଆତ୍ମାଙ୍କର ଶକ୍ତିଦାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେହି ପବିତ୍ରଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢାଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଦେଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಮಾಪ್ನಸ್ತಾನಾ ಜೆಜು ಕ್ರಿಸ್ತಾ ಅಮ್ಚ್ಯಾ ಸುಟ್ಕಾ ದಿನಾರ್ಯಾಚ್ಯಾ ವೈನಾ ಅಮ್ಚ್ಯಾ ವರ್ತಿ ಪವಿತ್ರ್ ಆತ್ಮೊಚ್ ವುತ್ಲ್ಯಾನ್.