Titus 3:7 — Compare Translations

7 translations compared side by side

Odia - 1840
"ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତଜୀବନ ପାଇବୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଅନୁଗ୍ରହରୁ ଆମେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ, ଆମ୍ଭମାନଙ୍କ ଭରସା ଅନୁଯାୟୀ ଅନନ୍ତ ଜୀବନରେ ପ୍ରବେଶ କରିବାକୁ ସୁଯୋଗ ପାଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତ ଜୀବନ ପାଇବୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ, ಅಮಿ ತೆಚ್ಯಾ ಕುರ್ಪೆ ವೈನಾ ರಾಕುನ್ ಹೊತ್ತೆ, ಕನ್ನಾಚ್ ಮರಾನ್ ನಸಲ್ಲೆ ಜಿವನ್ ಗಾವ್ತಲಿ ಮರ್‍ಯಾದ್ ಅಮ್ಕಾ ಗಾವಿ ಸರ್ಕೆ ದೆವಾಚ್ಯಾ ಇದ್ರಾಕ್ ನಿತಿವಂತ್ ಕರುನ್ ಥವ್ಲ್ಯಾನ್.