Titus 3:9 — Compare Translations
7 translations compared side by side
Odia - 1840
"ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବିତଣ୍ତା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ସେହିସବୁ କ୍ଷତିଜନକ ଓ ଅସାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବାନ୍ତର ଯୁକ୍ତିତର୍କ, ପୂର୍ବପୁରୁଷମାନଙ୍କର ଦୀର୍ଘ ନାମ ତାଲିକା ଓ ଶାସ୍ତ୍ରାର୍ଥ ନେଇ ଅଯଥା ବାକ୍ବିତଣ୍ଡା, କଳହ ଓ ବିବାଦ ସବୁ ପରିହାର କର। ଏହା ମୂଲ୍ୟହୀନ ଓ ନିରର୍ଥକ।
Odia Bible ERV 2004 (ପବିତ୍ର ବାଇବଲ)
ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟରେ ଯୁକ୍ତି, ଝଗଡ଼ା, ମୋଶାଙ୍କ ବ୍ୟବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷଠାରୁ ଦୂରରେ ରୁହ। ସେଗୁଡ଼ିକ ମୂଲ୍ୟହୀନ ଓ ଲୋକମାନଙ୍କୁ ସାହାଯ୍ୟ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବିତଣ୍ଡା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହିସବୁ କ୍ଷତିଜନକ ଓ ଅସାର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବିତଣ୍ଡା ବାଦାନୁବାଦ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତିଜନକ ଓ ଅସାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಘರಾನಾಂಚ್ಯಾ ಸಾಟ್ನಿ ಹೊತ್ತೊ ವಾದ್ ಮೊಯ್ಜೆಚ್ಯಾ ಕರಾರಾಂಚ್ಯಾ ವಿಶಯಾಚೊ ಝಗ್ಡೊ, ವಾದ್ ವಿವಾದ್ ಅನಿ ಪಿಶಾಪಾನಾಚ್ಯಾ ವಾದಾತ್ನಾ ಧುರ್ ರ್ಹಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆಜಾ ವೈನಾ ಕಾಯ್ಬಿ ಫಾಯ್ದೊ ನಾ.
Recommended Reading