Zechariah 1:10 — Compare Translations
5 translations compared side by side
Odia - 1840
"ତା'ପ ରେ ମେ ହନ୍ଦେି ବୁଦା ମଧିଅରେ ଛିଡା ହାଇେଥିବା ବ୍ଯକ୍ତି ଜଣଙ୍କୁ କହିଲେ, ପୃଥିବୀ ରେ ଏଣେ ତଣେେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ବଗୁଡିକୁ ପ୍ ରରଣେ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ବ୍ୟକ୍ତି ଜଣକୁ କହିଲେ, “ପୃଥିବୀରେ ଏଣେ ତେଣେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ୱଗୁଡ଼ିକୁ ପ୍ରେରଣ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, “ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି।”