Zechariah 1:11 — Compare Translations
5 translations compared side by side
Odia - 1840
"ତା'ପ ରେ ସହେି ଅଶ୍ବଗୁଡିକ ମେ ହନ୍ଦେି ବୁଦା ମଧିଅରେ ଛିଡା ହାଇେଥିବା ସଦାପ୍ରଭୁଙ୍କ ସ୍ବର୍ଗଦୂତକୁ କହିଲେ, ଦେଖ ଆମ୍ଭମାନେେ ସାରା ପୃଥିବୀ ରେ ଭ୍ରମଣ କରିଛୁ ଏବଂ ସମଗ୍ର ପୃଥିବୀ ସୁସ୍ଥିର ଓ ଶାନ୍ତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଅଶ୍ୱଗୁଡ଼ିକ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ସଦାପ୍ରଭୁଙ୍କ ସ୍ୱର୍ଗଦୂତକୁ କହିଲେ, “ଦେଖ ଆମ୍ଭେମାନେ ସାରା ପୃଥିବୀରେ ଭ୍ରମଣ କରିଛୁ ଏବଂ ସମଗ୍ର ପୃଥିବୀ ସୁସ୍ଥିର ଓ ଶାନ୍ତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, “ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।”