Zechariah 1:12 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁଙ୍କ ସ୍ବର୍ଗଦୂତ କହିଲେ, ହେ ସର୍ବଶକ୍ତିମାନ ସଦାପ୍ରଭୁ କେତକୋଳ ତୁମ୍ଭେ ତୁମ୍ଭର ଦୟାରୁ ୟିରୁଶାଲମ ଏବଂ ଯିହୁଦା ନଗରକୁ ଦୂ ରଇେ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡିକ ଉପ ରେ ତୁମ୍ଭର କୋରଧ ପ୍ରକାଶ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ତିନି କୋଡ଼ି ଦଶ ବର୍ଷଯାକ ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ କାଳ ଦୟା କରିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁଙ୍କ ସ୍ୱର୍ଗଦୂତ କହିଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ କେତେକାଳ ତୁମ୍ଭେ ତୁମ୍ଭର ଦୟାରୁ ଯିରୁଶାଲମ ଏବଂ ଯିହୁଦା ନଗରକୁ ଦୂରେଇ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡ଼ିକ ଉପରେ ତୁମ୍ଭର କ୍ରୋଧ ପ୍ରକାଶ କରିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, “ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?”