Zechariah 1:13 — Compare Translations

5 translations compared side by side

Odia - 1840
"ମାେ ସହିତ କଥା ହେଉଥିବା ସ୍ବର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ବନାମୂଳକ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ଵନାଦାୟକ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସହିତ କଥା ହେଉଥିବା ସ୍ୱର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ୱନାମୂଳକ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋ’ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।