Zechariah 1:14 — Compare Translations
5 translations compared side by side
Odia - 1840
"ତା'ପ ରେ ସ୍ବର୍ଗଦୂତ ୟିଏ ମାେ ସଙ୍ଗ ରେ କଥା କହୁଥିଲେ, କହିଲେ, ମାରେ ଏହି ବାକ୍ଯ ଘାଷେଣା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଅନ୍ତର୍ଜ୍ଵାଳାରେ ଜ୍ଵାଳାଯୁକ୍ତ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, କହିଲେ, ମୋର ଏହି ବାକ୍ୟ ଘୋଷଣା କର। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି; “ଆମ୍ଭର ଯିରୁଶାଲମ ଓ ସିୟୋନ ପ୍ରତି ପ୍ରଗାଢ଼ ଅନୁରାଗ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋ’ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, “ତୁମ୍ଭେ ଘୋଷଣା କରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।’”