Zechariah 1:15 — Compare Translations
5 translations compared side by side
Odia - 1840
"ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ଯନ୍ତ କ୍ଷୁବ୍ଧ ଥିଲୁ। କାରଣ ସମାନେେ ବିପର୍ୟ୍ଯଯକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟ; ବିରକ୍ତ ଅଛୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶ ବୃଦ୍ଧିର ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ୟନ୍ତ କ୍ଷୁବ୍ଧ ଥିଲୁ। କାରଣ ସେମାନେ ବିପର୍ଯ୍ୟୟକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।