Zechariah 1:16 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଆମ୍ଭେ ପୁଣି ୟିରୁଶାଲମ ଫରେି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦଖାଇବୋ। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, ଆମ୍ଭର ଘର ସହେି ସ୍ଥାନ ରେ ନିର୍ମିତ ହବେ ଏବଂ ସମଗ୍ର ୟିରୁଶାଲମ ରେ ପୁନଃନିର୍ମାଣର ଲକ୍ଷଣ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିଲୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ଵାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ଆମ୍ଭେ ପୁଣି ଯିରୁଶାଲମ ଫେରି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦେଖାଇବା।” ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭର ଘର ସେହି ସ୍ଥାନରେ ନିର୍ମିତ ହେବ ଏବଂ ସମଗ୍ର ଯିରୁଶାଲମରେ ପୁନଃନିର୍ମାଣର ଲକ୍ଷଣ ଦେଖାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।