Zechariah 1:18 — Compare Translations

5 translations compared side by side

Odia - 1840
"ଏହାପ ରେ ମୁଁ ଉର୍ଦ୍ଧ୍ବକୁ ଗ୍ଭହିଁଲି ଏବଂ ଗ୍ଭରିଟି ଶିଙ୍ଗ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ ଚାରି ଶୃଙ୍ଗ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭରିଟି ଶିଙ୍ଗ ଓ ଗ୍ଭରିଜଣ କର୍ମୀ ଏହା ପରେ ମୁଁ ଊର୍ଦ୍ଧ୍ୱକୁ ଗ୍ଭହିଁଲି ଏବଂ ଗ୍ଭରିଟି ଶିଙ୍ଗ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖଲି।