Zechariah 1:19 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ଯେଉଁ ସ୍ବର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, ଏହି ଶିଙ୍ଗଗୁଡିକ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, ଏସବୁ କଅଣ? ତହୁଁ ସେ ମୋତେ ଉତ୍ତର କଲେ, ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଯେଉଁ ସ୍ୱର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, “ଏହି ଶିଙ୍ଗଗୁଡ଼ିକ କ’ଣ?” ସେ ଉତ୍ତର ଦେଲେ, “ଏହି ଶିଙ୍ଗଗୁଡ଼ିକ ଇସ୍ରାଏଲ, ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଚ୍ଛିନ୍ନଛତ୍ର କରି ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋ’ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”