Zechariah 1:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଙ୍କ ଉପ ରେ ଅତ୍ଯନ୍ତ କୋରଧାନ୍ବିତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କର ପିତୃପୁରୁଷଗଣର ପ୍ରତି ଅତିଶୟ ବିରକ୍ତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।