Zechariah 1:3 — Compare Translations
5 translations compared side by side
Odia - 1840
"ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ମାେ ନିକଟକୁ ଫରେିଆସ ଏବଂ ମୁଁ ତୁମ୍ଭ ନିକଟକୁ ଫରେିୟିବି। ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସ ଏବଂ ମୁଁ ତୁମ୍ଭ ନିକଟକୁ ଫେରିଯିବି।” ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।